31

ଦେଶରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୫୫,୦୭୮ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ,୩୧/୭ : ଦେଶରେ ଦିନକୁ ଦିନ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ରେକର୍ଡ ପରେ ରେକର୍ଡ ଭାଙ୍ଗୁଛି ସଂକ୍ରମିତଙ୍କ ସଂଖ୍ୟା । ଗୋଟିଏ ଦିନରେ ପୁଣି ଦେଶରେ ନୂଆ ରେକର୍ଡ ସହ ୨୪ ଘଣ୍ଟାରେ ୫୫ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୫୫ ହଜାର ୭୯ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬ ଲକ୍ଷ ପାର୍ କରିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୫ ହଜାର ଟପିଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୭୭୯ ଜଣଙ୍କର ମୃତ୍ୟୁ ହୋଇଛି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!