26

ରାଜ୍ୟରେ ୧୪୯୯ ନୂଆ ପଜିଟିଭ୍ ଚିହ୍ନଟ

ଭୁବନେଶ୍ଵର,୩୧/୭ : ରାଜ୍ୟରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରୁ ଆଜି ଆଉ ୧୪୯୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ କ୍ବାରେଣ୍ଟାଇନ ସେଣ୍ଟରରୁ ରହିଥିବା ବେଳେ ୫୮୫ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି । ଶୁକ୍ରବାର ଚିହ୍ନଟ ୧୪୯୯ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧ ହଜାର ୮୭୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!