28

ରାଜ୍ୟରେ କରୋନା ରେ ୮ ମୃତ

ଭୁବନେଶ୍ୱର ୩୧/୭: ରାଜ୍ୟରେ ହୁ ହୁ ହୋଇ କରୋନାର ପ୍ରବାବ ବଢିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୮ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି । ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୟାଗଡ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ଜଣେ ରହିଛନ୍ତି । ଏହା ସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୧୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!