ଓଡିଆନ୍ ନ୍ୟୁଜ

196

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

Team Odian News |

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ,୨୦/୧୨(ଓଡିଆନ ନ୍ୟୁଜ):ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି। ଦ୍ୱିପ୍ରହର ଧୂପ ଓ ପଛ ଭୋଗମଣ୍ଡପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହରେ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ଅପରାହ୍ନ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ଅର୍ଥାତ୍ ୪ ଘଣ୍ଟା ଶ୍ରଦ୍ଧାଳୁଙ୍କ ପାଇଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ।