ଓଡିଆନ୍ ନ୍ୟୁଜ

187

ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ମହାପ୍ରଭୁଙ୍କୁ ଦର୍ଶନ କଲେ ଭକ୍ତ

Team Odian News |

ପୁରୀ; ୨୯/୧୨(ଓଡ଼ିଆନ୍ ନ୍ୟୁଜ୍‍): ଗତକାଲି ବିଳମ୍ବିତ ରାତ୍ରି ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଦୀର୍ଘ ୧୨ ଘଣ୍ଟା ପରେ ଶ୍ରୀମନ୍ଦିର ଭିତର କବାଟ ଖୋଲିଲା ପରେ ଦର୍ଶନ ଆରମ୍ଭ ହୋଇଥିଲା। ଗତକାଲି ଦିନ ତମାମ ଉପାସ ରହିବା ପରେ ସନ୍ଧ୍ୟାରେ ମନ୍ଦିର ଦ୍ୱାର ଖୋଲିଥିଲା ଓ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି ଓ ପହିଲି ଭୋଗ ନୀତି ପରେ ଗୋପାଳ ବଲ୍ଲଭ ଓ ସକାଳ ଧୂପ ନୀତି ଅନୁଷ୍ଠିତ ହୋଇଥିଲା