ଓଡିଆନ୍ ନ୍ୟୁଜ

105

୨୫ରେ ଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି

Team Odian News |

ଭୁବନେଶ୍ୱର, ୮ /୧(ଓଡ଼ିଆନ ନ୍ୟୁଜ): ୨୫ରେଓଡ଼ିଶା ଆସିବେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି, ଭୁବନେଶ୍ବରରେ ବୁଦ୍ଧିଜୀବୀଙ୍କ ସହ ଆଲୋଚନା କରିବେ, କଟକରେ କଂଗ୍ରେସ କର୍ମୀଙ୍କ ସହ ଆଲୋଚନା କରିବେ, କଟକ ବାଲିଯାତ୍ରା ପଡ଼ିଆରେ ସାଧାରଣ ସଭାରେ ଯୋଗ ଦେବେ, ଭୁବନେଶ୍ବରରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ ରାହୁଲ ବୋଲି ସୂଚନା ଦେଇଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ରାହୁଳଙ୍କ ଓଡିଶା ଗସ୍ତକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି କଂଗ୍ରେସ କର୍ମୀ ମାନେ।