ଓଡିଆନ୍ ନ୍ୟୁଜ

186

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତଷ୍ଠା ପାଇଁ କେନ୍ଦ୍ର ଆଇନ୍ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ

Team Odian News |

ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତଷ୍ଠା ପାଇଁ କେନ୍ଦ୍ର ଆଇନ୍ ମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ ଭୁବନେଶ୍ୱର,୧୧/୧(ଓଡ଼ିଆନ ନ୍ୟୁଜ୍):ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତଷ୍ଠା ନେଇ କେନ୍ଦ୍ର ଆଇନ ମନ୍ତ୍ରୀ ରବି ଶଙ୍କର ପ୍ରସାଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଚିଠି ଲେଖିଛନ୍ତି। ଏହି ସମ୍ବନ୍ଧରେ ତ୍ୱରିତ ପଦକ୍ଷେପ ନେବା ପାଇଁ ସେ ଚିଠିରେ ଅନୁରୋଧ କରିଛନ୍ତି। ରାଜ୍ୟ ସରକାର ସବୁ ପ୍ରକାର ସହଯୋଗ ଯୋଗାଇ ଦେବେ ଏହି ଅଞ୍ଚଳରେ ସ୍ଥାୟୀ ବେଞ୍ଚ ହେଲେ ଲୋକମାନଙ୍କ ଆଶା ପୂରଣ ହେବ ବୋଲି ନବୀନ କହିଛନ୍ତି। ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତଷ୍ଠା ଦାବି ନେଇ ଗତ କିଛି ବର୍ଷ ହେଲା ଆଇନଜୀବି ଓ ଅନେକ ସଂଗଠନ ବନ୍ଦ ଡାକରା ଦେଇଛନ୍ତି।