ଓଡିଆନ୍ ନ୍ୟୁଜ

99

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା

Team Odian News |

ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା 


ଭୁବନେଶ୍ୱର,୨୩/୨ (ଓଡ଼ିଆନ ନ୍ୟୁଜ): ଟ୍ରପ୍ ଲାଇନ୍‌ ପ୍ରଭାବରେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି ବୋଲି  ପାଣିପାଗ ବିଭାଗ ସୂଚନା ଦେଇଛି । ୨୫ ତାରିଖରେ ଅଧିକ ବର୍ଷା ହେବା ସହ ତାପମାତ୍ରା ହ୍ରାସ ପାଇବା ସମ୍ଭାବନା ଥିବା ପାଣିପାଗ ବିଭାଗ କହିଛି। ଗତ ୨ ରୁ ୩ ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିଲା। ଆଜି ସାରା ରାଜ୍ୟରେ ତାପମାତ୍ରା ୩୮ ଡିଗ୍ରୀ ଉପରେ ରହିଛି ।