ଓଡିଆନ୍ ନ୍ୟୁଜ

142

କଂଗ୍ରେସରେ ଯୋଗଦେଲେ ଯଜ୍ଞେଶ୍ୱର ବାବୁ

Team Odian News |

କଂଗ୍ରେସରେ ଯୋଗଦେଲେ ଯଜ୍ଞେଶ୍ୱର ବାବୁ
ଭୁବନେଶ୍ୱର,୧୪/୩( ଓଡ଼ିଆନ୍‍ ନ୍ୟୁଜ୍‍)  : କଂଗ୍ରେସରେ ଯୋଗ ଦେଇଛନ୍ତି ଓଡ଼ିଶା ଜନମୋର୍ଚ୍ଚାର ପୂର୍ବତନ ମହାସଚିବ ଯଜ୍ଞେଶ୍ୱର ବାବୁ। ଆଜି କଂଗ୍ରେସ ଭବନରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ଦଳରେ ସାମିଲ ହୋଇଛନ୍ତି।କଂଗ୍ରେସର ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଯୋଗ ଦେଇଥିବା ଯଜ୍ଞେଶ୍ୱର କହିଛନ୍ତି। ତାଙ୍କ ସହ ବିଜେପିରୁ କିଛି କର୍ମୀ ମଧ୍ୟ କଂଗ୍ରେସରେ ସାମିଲ ହୋଇଛନ୍ତି।