ଓଡିଆନ୍ ନ୍ୟୁଜ

115

ୱାୟନାଡ଼ ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ରାହୁଲ

Team Odian News |

ୱାୟନାଡ଼ ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ରାହୁଲ
ଥିରୁଅନନ୍ତପୁରମ ୫/୪(ଓଡ଼ିଆନ୍‍ ନ୍ୟୁଜ୍‍)  : କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି କେରଳର ୱାୟନାଡ଼ ଲୋକସଭା ଆସନରୁ ନାମାଙ୍କନ ଭରିଛନ୍ତି। ନାମାଙ୍କନ ଭରିବା ବେଳେ ତାଙ୍କ ସହିତ ଭଉଣୀ ତଥା କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧି ଉପସ୍ଥିତ ଥିଲେ। ଚଳିତ ଥର ରାହୁଲ ଗାନ୍ଧି ଉଭୟ ଉତ୍ତର ପ୍ରଦେଶର ଆମେଥି ଓ କେରଳର ୱାୟନାଡ ଆସନରୁ ନିର୍ବାଚନ ଲଢୁଛନ୍ତି।