ଓଡିଆନ୍ ନ୍ୟୁଜ

33

ଓଡ଼ିଶା ଆସୁଛନ୍ତି ଇସ୍ରୋର ମୁଖ୍ୟ କେ. ଶିବନ୍‌

Team Odian News |

ଭୁବନେଶ୍ୱର : ଓଡ଼ିଶା ଆସୁଛନ୍ତି ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋର ମୁଖ୍ୟ କେ. ଶିବନ୍‌। ସେପ୍ଟେମ୍ବର ୨୧ରେ ସେ ଓଡ଼ିଶା ଆସିବେ। ଭୁବନେଶ୍ୱର ଆଇଆଇଟିର ୮ମ ସମାବର୍ତ୍ତନ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିିଛି। ଚନ୍ଦ୍ରାୟନ-୨ ମିଶନ୍‌ ପରେ ଶିବନଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ