ଓଡିଆନ୍ ନ୍ୟୁଜ

33

ଓଡ଼ିଶା ଗସ୍ତରେ ଆନ୍ଧ୍ର ରାଜ୍ୟପାଳ

Team Odian News |

ଭୁବନେଶ୍ୱର,୨୨।୯(ବ୍ୟୁରୋ) : ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆନ୍ଧ୍ରର ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ଏହା ହେଉଛି ତାଙ୍କର ପ୍ରଥମ ଓଡ଼ିଶା ଗସ୍ତ। ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ବିଶ୍ୱଭୂଷଣ ଲିଙ୍ଗରାଜ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଦୁଇରାଜ୍ୟ ମଧ୍ୟରେ ପୋଲାଭରମ ବିବାଦର ସମାଧାନ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ସାମ୍ବିଧାନିକ ବିଧି ବ୍ୟବସ୍ଥାରେ ଏହା ସମାଧାନ କରାଯିବ।
ପ୍ରକାଶ ଯେ, ୨୦୦୦ ଓ ୨୦୦୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନର୍ବାହ କରିଥିଲେ। ବିଶ୍ୱଭୂଷଣ ବହୁବାର ରାଜ୍ୟ ଭାଜପା ସଭାପତି ହେବା ସହ ଭାଜପା ବିଧାୟକ ଦଳ ନେତା ମଧ୍ୟ ଥିଲେ। ଗତ ଜୁଲାଇ ୨୫ରେ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶ
ରାଜ୍ୟପାଳ ଭାବେ ଶପଥ ନେଇଥିଲେ।

 

 

 

All Right Reserved By
 

ଆମ ଗାଁ ଆମ ବିକାଶ ଯୋଜନା : ସରକାରଙ୍କ ତଥ୍ୟର ତାଳମେଳ ନାହିଁ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ୨୦୧୮ ମାର୍ଚ୍ଚ ୫ ତାରିଖରେ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତ୍ୟେକ ଗ୍ରାମାଞ୍ଚଳର ବିକାଶ ଲାଗି ଆମ ଗାଁ ଆମ...

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଅଭିଯୁକ୍ତ ଗିରଫ

କଟକ ରୋଡ,୨୮।୭(ଡି.ଏନ୍‌.ଏ.)- ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ଲକ୍ଷ୍ମୀସାଗର ପୋଲିସ ରବିବାର ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେ ହେଲେ ନୟାଗଡ଼ ଜିଲା...

ଅପରେଶନ ପାଇଁ ଡିସେମ୍ବର ଯାଏ ଅପେକ୍ଷା

କଟକ ଅଫିସ,୨।୭: ୨୦୧୫ ଅଗଷ୍ଟ ଶେଷ ସପ୍ତାହରେ କଟକ ଶିଶୁଭବନ ଜାତୀୟ ଗଣମାଧ୍ୟମର ଆକର୍ଷଣରେ ରହିଥିଲା। କାରଣ ଗୋଟିଏ ସପ୍ତାହରେ ଏହି ପ୍ରିମିୟର ସ୍ବାସ୍ଥ୍ୟାନୁଷ୍ଠାନରେ ୫୦ରୁ...

୧୦ ମାସ ହେଲା ମିଳୁନି ନୂଆ କାର୍ଡ

ଭୁବନେଶ୍ୱର,୨।୬(ବ୍ୟୁରୋ): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଅଧୀନ ଯୋଜନା ଏବଂ ଓଡ଼ିଶା ଖାଦ୍ୟ ସୁରକ୍ଷା ଯୋଜନା (ଓଏଫ୍‌ଏସ୍‌ଏସ୍‌) ମଝିରେ ଫସିଯାଇଛନ୍ତି ଗରିବ ହିତାଧିକାରୀ। କେନ୍ଦ୍ର...

ବିଜେଡି ବିଧାୟକ ପ୍ରାର୍ଥୀ ଓ ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କଲେ ମୁଖ୍ୟମନ୍ତ୍ରୀ

ପାଟଣା,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ସାହାରପଡା ହାଇସ୍କୁଲ ପଡ଼ିଆରେ ବୁଧବାର ପୂର୍ବାହ୍ନରେ ଏକ ବିଶାଳ ଜନସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡି...

ପ୍ରଦୂଷଣ ବଳୟରେ ଖୋର୍ଦ୍ଧା

ଖୋର୍ଦ୍ଧ ଅଫିସ,୫ା୬: ଶିଳ୍ପ, କ୍ରଶର, ପଥର ଖଣିରେ ବିସ୍ଫୋରଣ, ଯାନବାହନ ଚଳାଚଳ ଯୋଗୁ ଖୋର୍ଦ୍ଧା ପ୍ରଦୂଷଣ ବଳୟରେ ଫସିଯାଉଛି। ସଚେତନତା ଅଭାବ ଓ ବିକାଶ ନଁାରେ...

ଲଘୁଚାପ୍‌ ବରଷା ଦୂର କଲା ମର୍‌ଡି ଆଶଁକା:ଜୋର୍‌ଦାର ଚାଲିଛେ ରୁଆ ବିହିଡା

ବିଜେପୁର, ୧୭।୮ (ଡି.ଏନ୍‌.ଏ.): ଶରାବନ୍‌ ଯାଇ ଭୁଦୋ ଲାଗ୍‌ଲା। ଚଲତି ବଛର ବରଷା ପାଏନ୍‌ ଅଭାବୁ ବହୁତ ଜାଗାରେ ଚାଷ୍‌ବାସ ପଛେଇ ଯାଇଥିଲା। ହେଲେ ଶରାବନ୍‌...

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ବିଶ୍ୱଭୂଷଣ ହରିଚନ୍ଦନ ଓଡ଼ିଶା ଗସ୍ତରେ ଆସିଛନ୍ତି।ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି।  ଆଜି ସେ ଲିଙ୍ଗରାଜ ମନ୍ଦିର ଯାଇ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିଥିଲେ।  ପ୍ରାୟ ୨୦ମିନିଟ ଧରି ସେ ମନ୍ଦିର ବେଢ଼ା ବୁଲି ଦେଖିଥିଲେ। ଆନ୍ଧ୍ର ରାଜ୍ୟପାଳଙ୍କୁ ମନ୍ଦିର ସେବାୟତ କମଳାକାନ୍ତ ବଡୁ ଠାକୁରଙ୍କୁ ଦର୍ଶନ କରାଇଥିଲେ। ଏଥିସହ ସେ ରାଜଧାନୀରେ ବିଭିନ୍ନ ସ୍ଥାନରେ ଥିବା ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।ଦୁଇ ରାଜ୍ୟ ମଧ୍ୟରେ ଚାଲିଥିବା ପୋଲାଭରମ୍‌ ବିବାଦର ସମାଧାନ ପ୍ରଶ୍ନର ଉତ୍ତରରେ ଆନ୍ଧ୍ର ରାଜ୍ୟପାଳ କହିଥିଲେ,“ମୁଁ ସାମ୍ବିଧାନିକ ବିଧି ବ୍ୟବସ୍ଥାରେ ଭିତରେ ରହି ଯେତିକି ଯାହା କରିବା କଥା କରିବି।”କର୍ଲାମୁଣ୍ଡା ସମବାୟ ସମିତି: ୨୩ ହଜାର କୁଇଣ୍ଟାଲ ଧାନ କିଣିବାକୁ ଲକ୍ଷ୍ୟ

କର୍ଲାମୁଣ୍ଡା,୨୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର କର୍ଲାମୁଣ୍ଡା ସମବାୟ ସମିତି ପକ୍ଷରୁ ବୁଧବାର ମଣ୍ଡି ଉଦ୍‌ଘାଟନ କରାଯାଇ ଧାନ କ୍ରୟ କରିବା ଆରମ୍ଭ ହୋଇଯାଇଛି।...

..
.