ଓଡିଆନ୍ ନ୍ୟୁଜ

15

ଆଜିଠୁ ବଢ଼ିଲା ଓମ୍‌ଫେଡ୍‌ କ୍ଷୀର ଦର

Team Odian News |

ଭୁବନେଶ୍ୱର: ଓମ୍‌ଫେଡ୍‌ କ୍ଷୀର ଦର ଆଜିଠୁ ବୃଦ୍ଧି ପାଇଛି। ଲିଟର ପିଛା କ୍ଷୀର ଦର ୪ ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଗତକାଲି ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

ପୂର୍ବରୁ ଓମଫେଡ୍ କ୍ଷୀର ଲିଟର ୪୦ ଟଙ୍କା ଥିବାବେଳେ ଏବେ ଲିଟର ପିଛା ୪୪ ଟଙ୍କା ହୋଇଛି।ଆଜିଠୁ ଓମ୍‌ଫେଡ୍‌ କ୍ଷୀରର ଏହି ବର୍ଦ୍ଧିତ ଦର ଲାଗୁ ହୋଇଛି।ନ୍‌ଡ୍‌ କ୍ଷୀର ଲିଟର ପିଛା ୩୮ ଟଙ୍କା ଏବଂ ପ୍ରିମିୟମ ଓ ଗୋଲ୍ଡ ପ୍ରିମିୟମ କ୍ଷୀର ଲିଟର ପିଛା ୪୪ ଟଙ୍କା ହୋଇଛି।