ଓଡିଆନ୍ ନ୍ୟୁଜ

18

: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Team Odian News |

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୪ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଝାରସୁଗୁଡା,ବରଗଡ଼, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି  ରହିଛି।