ଓଡିଆନ୍ ନ୍ୟୁଜ

30

ରାଜ୍ୟର ୫ଟି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା

Team Odian News |

ଭୁବନେଶ୍ୱର: ରାଜ୍ୟର ୫ଟି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର ଓ ଭଦ୍ରକ। ଦିନ ୧୨ଟା ୩୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାକୁ ସତର୍କ ରହିବାକୁ କୁହାଯାଇଛି।