ଭୁବନେଶ୍ଵର,୪।୮(ଓଡିଆନ ମିଡିଆ): ଅଗଷ୍ଟ ତୃତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ । ବିଜ୍ଞାନ ଓ ବାଣିଜ୍ୟର ଖାତା ଦେଖା ଶେଷ ହୋଇସାରିଛି । ଟାବୁଲେସନ ଚାଲିଛି । ଅଗଷ୍ଟ ଶେଷ ସପ୍ତାହରେ କଳା ପରୀକ୍ଷା ଫଳ ପ୍ରକାଶ ପାଇବ। ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |