କେନ୍ଦ୍ରାପଡା ୧୮/୯: କେନ୍ଦ୍ର ସରକାର ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ ଓ ପିଆଜକୁ ବାଦ ଦେବା ପରେ ଏହାର ମୂଲ୍ୟ ଅହେତୁକ ବୃଦ୍ଧି ପାଇଥିବା ଦେଖାଯାଇଛି । ବର୍ତ୍ତମାନ ବଜାରରେ ଆଳୁ କିଲୋ ପ୍ରତି ୩୫ଟଙ୍କା ଦରରେ ବିକ୍ରୀ କରାଯାଉଥିବା ବେଳେ ପିଆଜର କିଲୋ ପ୍ରତି ଦର ୩୦ଟଙ୍କାରେ ପହଁଚିଛି । ଅତ୍ୟାବଶ୍ୟକ ସାମଗ୍ରୀରୁ ବାଦ ପଡିଥିବାରୁ ଜିଲ୍ଲା ପ୍ରଶାସନର ଏହା ଉପରେ କୈାଣସି ନିୟନ୍ତ୍ରଣ ରହୁନଥିବା ଯୋଗୁଁ ଏଭଳି ଅହେତୁକ ମୂଲ୍ୟ ବୃଦ୍ଧି ହେଉଥିବା ଅଭିଯୋଗ ହୋଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |