ଅପରାହ୍ମ ୪ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୧୨ ।୩ :ଧାନ ସମସ୍ୟାକୁ ନେଇ ବିଧାନସଭାରେ ବିବୃତି ରଖିବେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଧାନ କିଣା ସମ୍ପର୍କରେ ବିବୃତି ରଖିବାକୁ ବାଚସ୍ପତି ରୁଲିଂ ଦେଇଛନ୍ତି । ଗୃହ କାର୍ଯ୍ୟ ଶେଷ ସୁଦ୍ଧା ବିବୃତି ଦେବାକୁ ରୁଲିଂ ଦେଇଛନ୍ତି ବାଚସ୍ପତି । ଏହା ସହ ଅପରାହ୍ମ ୪ଟା ଯାଏ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: