ଭୁବନେଶ୍ୱର ୧୩/୦୯: ଓଡିଆ ଫିଲ୍ମ ଜଗତର ବରିଷ୍ଠ ଅଭିନେତା ଅଜିତ ଦାସଙ୍କର ଆଜି ଦେହାନ୍ତ ଘଟିଛି । ୭୧ବର୍ଷ ବୟସରେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ମେଡିକାଲରେ ତାଙ୍କର ଦେହାନ୍ତ ଘଟିଛି । ଅଜିତ ଦାସ ମୟୁରଭଞ୍ଜ କରଞ୍ଜିଆରେ ଜନ୍ମ ଗ୍ରହଣ କରିଥିଲେ । ସେ ଜଣେ ଓଡ଼ିଆ ନାଟ୍ୟକାର, ମଞ୍ଚ ଅଭିନେତା, ନିର୍ଦ୍ଦେଶକ ଏବଂ ନାଟ୍ୟଗୁରୁ ଭାବେ ବେଶ୍ ଜଣାଶୁଣା ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |