ଭୁବନେଶ୍ଵର ,୧୨।୩ ଲୋକଙ୍କ ମାଡ଼ରେ ଲହୁଲୁହାଣ ହୋଇଥିବା ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ପ୍ରଶାନ୍ତ ଏକ ଘରୋଇରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଲୋକଙ୍କ ମାଡ଼ରେ ଜଗଦେବଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |