ଭୁବନେଶ୍ୱର ୧/୬: ଗ୍ରୀଷ୍ମ ଅବକାଶ ପରେ ଆଜିଠାରୁ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ ଡ଼ିଗ୍ରୀ ତଥା ଯୁକ୍ତ ତିନି ମହାବିଦ୍ୟାଳୟ ଖୋଲିବ। କଲେଜ ଖୋଲିବା ସହିତ ପ୍ରତ୍ୟକ୍ଷ ସେବା ନିୟନ୍ତ୍ରଣ (ଅନଲାଇନ)ରେ ପାଠପଢ଼ା ଆରମ୍ଭ ହେବ। ଏ ସମ୍ପର୍କରେ ପୂର୍ବରୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇସାରିଛି। କିନ୍ତୁ ତାଲା ବନ୍ଦ ସମୟରେ କଲେଜ ଖୋଲିବା ଏବଂ ପ୍ରତ୍ୟକ୍ଷ ସେବା ନିୟନ୍ତ୍ରଣ (ଅନଲାଇନ)ରେ ପାଠପଢ଼ା କେତେଦୂର ସଫଳ ହେବ ସେଥିନେଇ ବିଶ୍ୱବିଦ୍ୟାଳୟ, ମହାବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଭିଭାବକ ମହଲ ଚିନ୍ତାରେ ପଡ଼ିଛନ୍ତିି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |