ମୟୂରଭଞ୍ଜ,୧୬/୦୬: ଆଜିଠୁ ୪ ମାସ ଯାଏ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ । ବର୍ଷା ଋତୁ ଆସୁଥିବାରୁ ଶିମିଳିପାଳ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ପର୍ଯ୍ୟଟକ ମାନଙ୍କ ସରୁକ୍ଷାକୁ ଦୃଷ୍ଟିରେ ରଖି ଶିମିଳିପାଳ ବନ୍ଦ କରାଯାଇଛି । ଏନେଇ ଉତ୍ତର ଶିମିଳିପାଳ ବନାଞ୍ଚଳ ବନଖଣ୍ଡ ଏସିଏଫ୍ ସୂଚନା ଦେଇଥିବା ବେଳେ ବର୍ଷା ଋତୁ ଶେଷ ହେବା ପରେ ପୁଣିଥରେ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ଖୋଲିବ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |