ଆଜି ନୂଆଦିଲ୍ଲୀ ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୪।୧: ଆଜି ନୂଆଦିଲ୍ଲୀ ମେୟର ନିର୍ବାଚନ। ଦିଲ୍ଲୀ ମ୍ୟୁନିସିପାଲ କର୍ପୋରେସନ ପାଇବ ନୂଆ ମେୟର। ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କ ଅନୁମତି କ୍ରମେ ଆଜି ମେୟର ନିର୍ବାଚନ ଅନୁଷ୍ଠିତ   । ପ୍ରଥମେ କାଉନସିଲରଙ୍କ ବୈଠକ ବସିବାକୁ ଥିବା ବେଳେ ମେୟର ନିର୍ବାଚନ ହେବ। ଏପରିକି ନବ ନିର୍ବାଚିତ କାଉନସିଲର ମାନେ ଶପଥ ଗ୍ରହଣ କରିବେ। ଏହାପରେ ମେୟର, ଡେପୁଟି ମେୟର ଓ ୬ ଜଣିଆ ଷ୍ଟାଣ୍ଡିଂ କମିଟି ସଦସ୍ୟ ପାଇଁ ମତଦାନ ହେବ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: