ଆଜି ମୁଖ୍ୟମନ୍ତ୍ରୀ ପାଇବେ ଲାଇଫ୍ ଟାଇମ୍ ଆଚିଭମେଣ୍ଟ ଆୱାର୍ଡ

ଭୁବନେଶ୍ୱର, ୦୪/୦୯: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ   ଜୀବନବ୍ୟାପୀ ସାଧନା ସମ୍ମାନ ବା  ଲାଇଫ୍ଟା ଇମ୍ ଆଚିଭମେଣ୍ଟ ଆୱାର୍ଡ ପ୍ରଦାନ କରାଯିବ । ଦିଲ୍ଲୀସ୍ଥିତ ଇଣ୍ଡିଆ ଇଣ୍ଟରନ୍ୟାସନାଲ୍ ସେଣ୍ଟର ଅଡିଟୋରିୟମ୍ ରେ କ୍ୟାପିଟାଲ୍ ଫାଉଣ୍ଡସେନ୍ ସୋସାଇଟି ପକ୍ଷରୁ ଏହି ସମ୍ମାନ ପ୍ରଦାନ କରାଯିବ ।ସୁପ୍ରିମକୋର୍ଟର ପୂର୍ବତନପ୍ରଧାନ ବିଚାରପତି ଏନ.ଭି ରମନ୍ନାଙ୍କ ଠାରୁ ମୁଖ୍ୟମନ୍ତ୍ରୀ ଏହି ସମ୍ମାନଜନକ ପୁରସ୍କାର ଗ୍ରହଣ କରିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!