ଆଜି ମୁମ୍ବାଇ ଆସୁଛନ୍ତି ଅଭିନେତ୍ରୀ କଙ୍ଗନା ରଣାୱତ

ମୁମ୍ବଇ : ଆଜି ଅଭିନେତ୍ରୀ କଙ୍ଗନା ରଣାୱତ ମୁମ୍ବାଇ ଆସୁଛନ୍ତି । ଏଥି ସହ ସେ କହିଥିଲେକି ସେ ୯ ସେପ୍ଟେମ୍ବରରେ ମୁମ୍ବାଇ ଆସୁଛନ୍ତି । କଙ୍ଗନା ଦେଇଥିବା ବୟାନ ପାଇଁ ମହରାଷ୍ଟ୍ର ସରକାରଙ୍କ ମଧ୍ୟରେ ତିକ୍ତତା ଦେଖାଦେଇଛି । ମୁମ୍ବଇ ଆସିବା ପୂର୍ବରୁ କଙ୍ଗନାଙ୍କର କରୋନା ଟେଷ୍ଟ କରଯାଇଥିଲା । ତାଙ୍କ ରିପୋର୍ଟ ନେଗେଟିଭ ଆସିଥିବାର ଜଣାପଡିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!