ଆମେରିକା ଗସ୍ତରେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ,୨୧/୦୯: ଭାରତ ଓ ଆମେରିକା ମଧ୍ୟରେ ସୃଷ୍ଟି ହୋଇଥିବା ସୁସମ୍ପର୍କକୁ ଅଧିକ ମଜବୁତ କରିବା ପାଇଁ ସେପ୍ଟେମ୍ବର ୨୪ରେ ଆମେରିକାରେ ହ୍ୱାଇଟହାଉସରେ ଏହି ବୈଠକ ବସିବ । ଏଥିପାଇଁ ମୋଦି ଆମେରିକା ଗସ୍ତ କରିବେ ।  ପ୍ରଥମଥର ପାଇଁ ରାଷ୍ଟ୍ରପତି ବାଇଡେନ ହ୍ୱାଇଟହାଉସରେ ଇନ୍ ପର୍ସନ ଦ୍ୱିପାକ୍ଷିକ ବୈଠକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କରିବେ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: