ଆସନ୍ତାକାଲି  ଗହ୍ମାପୂର୍ଣ୍ଣମୀ, ଭଉଣୀ ହାତରୁ ରାକ୍ଷୀ ପିନ୍ଧିବେ ମହାପ୍ରଭୁ

ପୁରୀ ୨/୮(ଓଡିଆନ ମିଡିଆ):  ଆସନ୍ତାକାଲି  ସୋମବାର ଗହ୍ମାପୂର୍ଣ୍ଣମୀ । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି । ଶ୍ରୀବଳଭଦ୍ର ଓ ଶ୍ରୀଜଗନ୍ନାଥଙ୍କୁ ରାକ୍ଷୀ ଲାଗି କରାଯିବ । ସେଥିପାଇଁ ପାରମ୍ପରିକ ପାଟରାସେବକ ଠାକୁରଙ୍କ ପାଇଁ ରାକ୍ଷୀ ପ୍ରସ୍ତୁତ କରିଛନ୍ତି । ଶ୍ରୀବଳଭଦ୍ରଙ୍କ ଜନ୍ମୋତ୍ସବରେ ବଡ଼ଦେଉଳରେ ସ୍ୱତନ୍ତ୍ର ନୀତି ପାଳନ ହେବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: