ଆସନ୍ତାକାଲି ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି

ଭୁବନେଶ୍ବର , ୨୫।୪:ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ଆସନ୍ତାକାଲି ଠାରୁ ରାଜ୍ୟର ସମସ୍ତ ସ୍କୁଲ ଛୁଟି । ଆସନ୍ତା କାଲିଠାରୁ ୩୦ ତାରିଖ ପର୍ଯ୍ୟନ୍ତ ୫ ଦିନ ପାଇଁ ସ୍କୁଲ ଛୁଟି ରହିବ ।ସରକାରୀ ଏବଂ ବେସରକାରୀ ସବୁ ସ୍କୁଲକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଗଣଶିକ୍ଷା ବିଭାଗ । ଆସନ୍ତାକାଲିଠୁ ୫ ଦିନ ଅର୍ଥାତ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ସ୍କୁଲକୁ ବନ୍ଦ କରିବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି । ସ୍କୁଲ ଛୁଟି ସତ୍ତ୍ୱେ ମାଟ୍ରିକ ଓ +୨ ପରୀକ୍ଷା ଚାଲୁ ରହିବ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: