ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସକାଳ ୬ଟା ୩୦ରେ ଦେଶବାସୀଙ୍କୁ ସମ୍ବୋଧନ କରିବେ । ଏ ନେଇ ସେ ଟ୍ୱିଟ କରି ସୂଚନା ଦେଇଛନ୍ତି । କରୋନା ମହାମାରୀ ଯୋଗୁଁ ଏଥର ଭର୍ଚୁଆଲ ମାଧ୍ୟମରେ ଯୋଗ କରାଯିବ । ଆନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମ ଜୁନ୍ ୨୧ରେ ସମସ୍ତ ଦୂରଦର୍ଶନ ଚ୍ୟାନେଲରେ ସକାଳ ୬.୩୦ରେ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି |
Tomorrow, 21st June, we will mark the 7th Yoga Day. The theme this year is ‘Yoga For Wellness’, which focusses on practising Yoga for physical and mental well-being. At around 6:30 AM tomorrow, will be addressing the Yoga Day programme.
— Narendra Modi (@narendramodi) June 20, 2021
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |