ଆସନ୍ତାକାଲି ୧୧ଜଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରିବେ

ନୂଆଦିଲ୍ଲୀ,୨୨।୧: ୧୧ଜଣ ପିଲାଙ୍କୁ  ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର  |ଆସନ୍ତାକାଲି ବିଜ୍ଞାନ ଭବନରେ ଆୟୋଜିତ ହେବ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ଉତ୍ସବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ସହ ୧୧ଜଣ ପିଲାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରିବେ । ଅନ୍ୟପଟେ ଜାନୁଆରୀ ୨୪ ତାରିଖ ଦିନ ସମସ୍ତ ୧୧ଜଣ ପିଲାଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ନବସୃଜନ, ସାମାଜିକ ସେବା, ଏକାଡେମିକ୍, କ୍ରୀଡା, କଳା-ସଂସ୍କୃତି ଏବଂ ସାହସିକତା ବର୍ଗରେ ସଫଳତାକୁ ନେଇ ପିଲାମାନେ ଏହି ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: