ଆସୁଛି ‘ଡିଆଁମୁ’

ଭୁବନେଶ୍ୱର,୨୪/୦୯:  ଆସନ୍ତା ୨୬ ତାରିଖରେ ‘ଡିଆଁମୁ’ ସ୍ଥଳଭାଗ ଛୁଇଁବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ | ଦକ୍ଷିଣ ଓଡିଶା -ଉତ୍ତର ଆନ୍ଧ୍ରପ୍ରଦେଶ ଦେଇ ଏହା ସ୍ଥଳଭାଗ ଅତିକ୍ରମ କରିବ ବୋଲି କୁହାଯାଉଛି | ଏହା ଓଡ଼ିଶାର ଗୋପାଳପୁର ଓ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାର ମଧ୍ୟଭାଗରେ ଥିବା କଳିଙ୍ଗପାଟ୍ଟନମ ଦେଇ ଗତି କରିବ ବୋଲି ପ୍ରାଥମିକ ସୂଚନା ମିଳିଛି | | ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଡିପ ଡିପ୍ରେସନ ବା ଗଭୀର ଅବପାତରେ ପରିଣତ ହେବ |

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!