ଆହତମାନଙ୍କୁ ମାଗଣା ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୭/୧୦ : ଭୁବନେଶ୍ବର ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ଆଜି ଲାଗିଛି ଭୟଙ୍କର ଅଗ୍ନିକାଣ୍ଡ। ଏହି ଅଗ୍ନିକାଣ୍ଡରେ ୮ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ୮ ଜଣଙ୍କ ମଧ୍ୟରୁ ଗୁରୁତର ଥିବା ୨ଜଣଙ୍କୁ SCB ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।ତେବେ ଆହତଙ୍କ ମାଗଣ ଚିକିତ୍ସା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!