ଇଣ୍ଡୋନେସିଆରେ ବଡ ଧରଣର ଭୂକମ୍ପ ; ୪୪ମୃତ, ୩୦୦ଆହତ

ନୂଆଦିଲ୍ଲୀ,୨୧/୧୧ : ଇଣ୍ଡୋନେସିଆ ଅନୁଭବ ହୋଇଛି ଏକ ବଡ ଧରଣର ଭୂମିକମ୍ପ । ଇଣ୍ଡୋନେସିଆରେ ଭୟଙ୍କର ଭୂମିକମ୍ପ। ଏଥିରେ ୪୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦୦ରୁ ଅଧିକ ଆହତ ହୋଇଛନ୍ତି। ସୋମବାର ଅପରାହ୍ନରେ ଜାଭା ଦ୍ୱୀପର ସିଆନଞ୍ଜୁରରେ ୫.୬ ତୀବ୍ରତାର ଭୂମିକମ୍ପ ହୋଇଛି। ରାଜଧାନୀ ଜକାର୍ତ୍ତାରୁ ଦକ୍ଷିଣପଶ୍ଚିମ ଦିଗରେ ୭୫ କିମି ଦୂରରେ ଭୂମିକମ୍ପ ଅନୁଭୂତ ହୋଇଛି। ୧୦ କିମି ଗଭୀରରେ ଏହା କେନ୍ଦ୍ରୀଭୂତ ହୋଇଛି। ଇଣ୍ଡୋନେସିଆ ଭୂବିଜ୍ଞାନୀ ଏହି ସୂଚନା ଦେଇଛନ୍ତି। ତେବେ ସୁନାମୀର ଭୟ ନାହିଁ ବୋଲି ଭୂବିଜ୍ଞାନୀ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: