ଭୁବନେଶ୍ୱର୪/୯: ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତିଲେ ପ୍ରମୋଦ। ବ୍ରିଟେନ ପ୍ରତିପକ୍ଷ ଡାନ୍ ବେଥେଲଙ୍କୁ ହରାଇ ଜିତିଲେ। ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଭାଗ ନେଇ ସ୍ୱର୍ଣ୍ଣ ଜିତିଛନ୍ତି। ଓଡ଼ିଆ ବ୍ୟାଡମିଣ୍ଟନ ଷ୍ଟାର ପ୍ରମୋଦ ଭଗତ ଫାଇନାଲରେ ଆରମ୍ଭରୁ ପ୍ରମୋଦଙ୍କ ପଲ୍ଲା ଭାରି ରହିଥିଲା। ପ୍ରଥମ ସେଟ୍ରେ ବ୍ରିଟେନ୍ ଖେଳାଳି ଡାନ୍ ବେଥେଲଙ୍କୁ ହରାଇ ଆଗୁଆ ରହିଥିଲେ ପ୍ରମୋଦ। ପ୍ରମୋଦ ଭଗତ ପ୍ରଥମଥର ପାଇଁ ପାରା ଅଲିମ୍ପିକ୍ସରେ ଭାଗ ନେଇଥିଲେ ମଧ୍ୟ ଚମତ୍କାର ପ୍ରଦର୍ଶନ କରି SL -3 ରେ ଫାଇନାଲରେ ପହଞ୍ଚିଥିଲେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |