ଭୁବନେଶ୍ବର,୨୪।୧: ଆଜି ଓଡ଼ିଶା ଆସୁଛନ୍ତି ବିଶିଷ୍ଟ ଶିଳ୍ପପତି ମୁକେଶ ଆମ୍ବାନିଙ୍କ ସାନ ପୁଅ ଅନନ୍ତ ଅମ୍ବାନି। ଅପରାହ୍ନ ୨ଟାରୁ ସାଢେ଼ ଦୁଇଟା ମଧ୍ୟରେ ସେ ଭୁବନେଶ୍ଵର ବିମାନ ବିନ୍ଦରରେ ପହଞ୍ଚିବେ ବୋଲି ସୂଚନା ମିଳିଛି। ଏହାପରେ ପୁରୀ ଯାଇ ଜଗନ୍ନାଥ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ସେଠାରୁ ସେ ଭୁବନେଶ୍ଵର ଆସି ମୁମ୍ବାଇ ଫେରିଯିବେ ବୋଲି ସୂଚନା ରହିଛି। ଏହି କାରଣରୁ ଭୁବନେଶ୍ଵର ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |