ଓଡିଶାବାସୀ ପାଇବେ ୯ ଲକ୍ଷ ଆବାସ ଘର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ,୨୪।୫:   ରାଜ୍ୟରେ ରାଜ୍ୟବାସୀଙ୍କୁ ସେମାନଙ୍କର ୯ ଲକ୍ଷ ଆବାସ ଘର ବଣ୍ଟାଯିବ ବୋଲି ଘୋଷଣା କରାଯାଇଛି । ଓଡିଶାକୁ ଆସିଥିବା ୯ ଲକ୍ଷ ଆବାସ ଘର ଖୁବଶୀଘ୍ର ପ୍ରକୃତ ହିତାଧିକାରୀଙ୍କୁ ସରକାରଙ୍କ ତରଫରୁ ବାଣ୍ଟି ଦିଆଯିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମୀକ୍ଷା ପରେ ଏହା ଉପରେ ନିଷ୍ପତ୍ତି ନିଆଯାଇଛି । ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଏ ନେଇ ସୂଚନା ଦେଇଛନ୍ତି

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!