ଓଡିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର, ୧୬।୬ : ଓଡିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା ଦେଇଛି । ମୌସୁମୀ ପ୍ରବେଶର ପ୍ରଭାବରେ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ବର୍ଷା ହୋଇଛି । ସେହିପରି ଆସନ୍ତା କିଛି ଘଣ୍ଟା ମଧ୍ୟରେ ସାରା ରାଜ୍ୟକୁ ମୌସୁମୀ ବାୟୁ ଛୁଇଁବ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପରିସ୍ଥିତି ଅନୁକୂଳ ଥିବାରୁ କିଛି ସମୟ ପରେ ମୌସୁମୀ ପ୍ରବେଶ ନେଇ ପୂର୍ବରୁ ଭାରତୀୟ ପାଣିପାଗ କେନ୍ଦ୍ର ପକ୍ଷରୁ ମଧ୍ୟ ସୂଚନା ଦିଆଯାଇଥିଲା ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: