କଂଗ୍ରେସୀ ନେତା ପି.ଚିଦାମ୍ବରମ ଘରେ ସିବିଆଇ ରେଡ୍

 ନୂଆଦିଲ୍ଲୀ, ୧୭/୫ :  ପୂର୍ବତନ ଅର୍ଥମନ୍ତ୍ରୀ ପି ଚିଦାମ୍ବରମଙ୍କ ପୁଅ ତଥା କଂଗ୍ରେସ ନେତା କୀର୍ତ୍ତି ଚିଦାମ୍ବରମଙ୍କ ଘର ଉପରେ ସିବିଆଇ ରେଡ୍ । କଂଗ୍ରେସୀ ବରିଷ୍ଠ ନେତା ପି.ଚିଦାମ୍ବରମ ଓ ତାଙ୍କ ପୁଅ କାର୍ତ୍ତିଙ୍କ ଘରେ ହୋଇଛି ସିବିଆଇ ରେଡ୍ । ବାସଭବନ ଓ ଅଫିସ ସମେତ ଅନେକ ସ୍ଥାନରେ ସିବିଆଇ ଚଢ଼ାଉ କରିଥିବା ସୂଚନା ମିଳିଛି । ଦିଲ୍ଲୀ, ତାମିଲନାଡ଼ୁ ଓ ମୁମ୍ବାଇ ସମେତ ୭ଟି ସ୍ଥାନରେ ସିବିଆଇ ପକ୍ଷରୁ ଚଢ଼ାଉ କରାଯାଇଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: