କଟକ ; ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ : କଟକ ଜଗତପୁର ରେ ଥିବା ସଦଗୁରୁ କୋଭିଡ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡର କାରଣ ସର୍ଟସର୍କିଟି ପାଇଁ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି । କୋଭିଡ ହସ୍ପିଟଲା ହୋଇଥିବାରୁ ରୋଗୀମାନଙ୍କୁ ଉଦ୍ଧାର କାର୍ଯ୍ୟ ଚାଲିଛି । ଉକ୍ତ ମେଡିକାଲରୁ ଗୁରୁତର ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଉଛି । ୧୫ରୁ ଅଧିକ ଆମ୍ବୁଲାନ୍ସ ଜରିଆରେ ରୋଗୀଙ୍କୁ ଅନ୍ୟତ୍ର ହସ୍ପିଟାଲକୁ ପଠାଯାଉଛି । ନିଆଁରେ କିଛି କରୋନା ରାଗୀ ପୋଡିଯାଇ ଆହତ ହୋଇଥିବା ସୂଚନା ମିଳିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!