କଣ୍ଟିଲୋ ନୀଳମାଧଵଙ୍କ ମନ୍ଦିର ପରିଦର୍ଶନ କଲେ 5T ସଚିବ

ଖଣ୍ଡପଡ଼ା, ୧୪।୦୪ : ଖଣ୍ଡପଡା କଣ୍ଟିଲୋ ନୀଳମାଧଵଙ୍କ ମନ୍ଦିର ପରିଦର୍ଶନ କଲେ 5T ସଚିବ ଭି.କେ ପାଣ୍ଡିଆନ୍ । ଆଜି 5T ସଚିବ ଭି.କେ ପାଣ୍ଡିଆନ୍ କଡ଼ା ସୁରକ୍ଷା ମଧ୍ୟରେ କଣ୍ଟିଲୋ ନୀଳମାଧବ ପୀଠରେ ପହଁଚି ନୀଳମାଧବଙ୍କୁ ଦର୍ଶନ କରିଛନ୍ତି। ଏହା ସହିତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏତତ ବ୍ୟତୀତ କଣ୍ଟିଲୋ ନୀଳମାଧବ ପୀଠର କିଭଳି ଉନ୍ନତିକରଣ ହୋଇପାରିବ ସେହି ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି। ଏହି ସମୟରେ ଜିଲ୍ଲାପାଳ ପୁମା ଟୁଡୁ, ଖଣ୍ଡପଡା ବିଡ଼ିଓ, ତହସିଲଦାର ଏବଂ ଅନାନ୍ୟ ସରକାରୀ କର୍ମଚାରୀମାନେ ଉପସ୍ଥିତ ଥିଲେ।ମନ୍ଦିର ବୁଲି ଦେଖିବା ସହ ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର କଲେ ସମୀକ୍ଷା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: