ଭୁବନେଶ୍ୱର, ୧୧/୦୯: ରାଜ୍ୟରେ ହୁ ହୁ ହୋଇ କରୋନା ର ପ୍ରଭାବ ବଢିବାରେ ଲାଗିଛି । ଆଜି ରାଜ୍ୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କରୋନା ରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ସେ ନିଜେ ଟୁଇଟ୍ କରି ସୂଚନା ଦେଇଛନ୍ତି । ତାଙ୍କର ସ୍ବାସ୍ଥ୍ୟାବସ୍ଥା ଭଲ ଅଛି ବୋଲି ଜଣା ପଡିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |