ଭୁବନେଶ୍ୱର,୨୭ା୪ : ଶୁକ୍ରବାର ‘ପୁରୀ-ହାଓ୍ବଡା ବନ୍ଦେ ଭାରତ ଏକ୍ସପ୍ରେସ୍’ ଟ୍ରାଏଲ ରନ୍ କରିବ। ସକାଳ ୬ଟା ୧୦ ମିନିଟ୍ରେ ହାଓ୍ବଡାରୁ ଯାତ୍ରା ଆରମ୍ଭ କରିବ ବନ୍ଦେ ଭାରତ ଏକ୍ସପ୍ରେସ। ଏହା ପରେ ଭଦ୍ରକ, ଯାଜପୁର, କଟକରେ ୨ ମିନିଟ୍ ଲେଖାଏ ରହଣି କରିବ। ପରେ କଟକ, ଭୁବନେଶ୍ୱର, ଖୋର୍ଦ୍ଧାରେ ୨ ମିନିଟ୍ ଲେଖାଏ ରହି ପୁରୀରେ ମଧ୍ୟାହ୍ନ ୧୨ଟା ୩୫ରେ ପହଞ୍ଚି ଅପରାହ୍ନ ୧ ଟା ୫୦ରେ ପୁରୀରୁ ହାଓ୍ବଡା ଅଭିମୁଖେ ଯାତ୍ରା କରିବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |