କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ,ଯୋଡା ସହରରେ ୧୪୪

କେନ୍ଦୁଝର ୧୨। ୪ :ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁଁ କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ୍ ସେବା ବନ୍ଦ । ସମଗ୍ର ଜିଲ୍ଲାରେ ଇଣ୍ଟରନେଟ୍ ସେବାକୁ ବନ୍ଦ କରିଦିଆଯାଇଛି । ଏପିରିକିଯୋଡା ସହରରେ ୧୪୪ ଧାରା ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।ଯୋଡ଼ାରେ ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ପରେ ପ୍ରବଳ ଉତ୍ତେଜନା ଦେଖଦେଇଥିଲା । ୨ ଗୋଷ୍ଠୀ ମୁହାଁମୁହିଁ ହେବା ପରେ ସ୍ଥିତି ନିୟନ୍ତ୍ରଣ କରିବାକୁ ପୋଲିସ ଲାଠି ଚାର୍ଜ କରିଥିଲା ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: