କେନ୍ଦ୍ରାପଡ଼ାର ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ

କେନ୍ଦ୍ରାପଡ଼ା,୩/୫: କେନ୍ଦ୍ରାପଡ଼ାର ବରିଷ୍ଠ ବିଜେପି ନେତା ବିଜୟ ପ୍ରଧାନଙ୍କ ପରଲୋକ । ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ୭୦ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ହୃଦଘାତରେ ବିଜୟ ପ୍ରଧାନଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି । ତେବେ ମହାକାଳପଡ଼ାରୁ ବିଜେପି ବିଧାୟକ ପ୍ରାର୍ଥୀ ଥିଲେ ବିଜୟ ପ୍ରଧାନ । ତାଙ୍କ ପରଲୋକ ଖବର ଜଣାପଡିବା ପରେ ବିଭିନ୍ନ ମହଲରୁ ଶୋକ ପ୍ରକାଶ ପାଉଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: