ଗାୟିକା ତପୁ ମିଶ୍ର ଗୁରୁତର

ଭୁବନେଶ୍ଵର୨୧/୫: ଲୋକପ୍ରିୟ ଗାୟିକା ତପୁ ମିଶ୍ର ଗୁରୁତର ହୋଇଛନ୍ତି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ତପୁ ମିଶ୍ରଙ୍କୁ ହସପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଏବେ ଗାୟିକା ତପୁ ମିଶ୍ରଙ୍କୁ ଏକ ଘରୋଇ ଡାକ୍ତରଖାନାର ଆଇସିୟୁରେ ରଖାଯାଇ ଚିକିତ୍ସା ଚାଲିଛି ବୋଲି ତପୁ ମିଶ୍ରଙ୍କ ସମ୍ପର୍କୀୟ ଅଙ୍କିତ ମହାନ୍ତି ସୂଚନା ଦିଆଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: