ଅହମ୍ମଦାବାଦ: ଭୁପେନ୍ଦ୍ର ପଟେଲ ହେବେ ଗୁଜୁରାଟର ନୂଆ ମୁଖ୍ୟମନ୍ତ୍ରୀ |ଅହମଦାବାଦରେ ରବିବାର ହୋଇଥିବା ବିଜେପି ବିଧାୟକ ଦଳ ବୈଠକରେ ଭୂପେନ୍ଦ୍ର ପଟେଲଙ୍କୁ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରାଯାଇଛି। ବିଜେପି ବିଧାୟକ ଦଳ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ରହିଛି। | ସୂଚନା ମୁତାବକ ଗତକାଲି ଇସ୍ତଫା ଦେଇଥିବା ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ ତାଙ୍କ ନାମକୁ ସୁପାରିଶ କରିଛନ୍ତି | ଆଜି ବସିଥିବା ବିଜେପି ବିଧାୟକ ଦଳ ବୈଠକରେ ଭୁପେନ୍ଦ୍ରଙ୍କ ନାମକୁ ବିଜୟ ରୂପାନୀ ସୁପାରିଶ କରିଛନ୍ତି |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |