ଗୁରୁ ଦିବସ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୫ା୯ : ପ୍ରତିବର୍ଷ ସେପ୍ଟେମ୍ବର ୫ତାରିଖକୁ ଗୁରୁଦିବସ ଭାବେ ପାଳନ କରାଯାଇଥାଏ । ପ୍ରତିବର୍ଷ ପରି ଆଜି ଗୁରୁଦିବସ । ଆଜିର ଦିନରେ ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନ ଜନ୍ମ ଗ୍ରହଣ କରିଥିଲେ । ସେ ଏକ ସଙ୍ଗରେ ଜଣେ ଶିକ୍ଷକ, ଶିକ୍ଷାବିତ, ଦାର୍ଶନିକ ଓ କୁଟନୈତିଜ୍ଞ । ଏହି ଅବସରରେ ପ୍ରଧନାମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ଗୁରୁଦିବସ ଉପଲକ୍ଷେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଏକ ବାଲୁକା କଳା ନିର୍ମାଣ କରିଛନ୍ତି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: