ଗୋରେଖନାଥ ମନ୍ଦିରରୁ ହୁଣ୍ଡି ଭାଙ୍ଗି ଚୋରି କଲେ ଦୁର୍ବୃତ୍ତ

ଜଗତସିଂହପୁର , ୨୨/୦୬ :    ଗୋରେଖନାଥ ମନ୍ଦିରରୁ ବିଳମ୍ୱିତ ରାତିରେ ଚୋରି କଲେ ଦୁର୍ବୃତ୍ତ । ହୁଣ୍ଡି ଭାଙ୍ଗି ଟଙ୍କା ଚୋରି କରି ନେଇଥିବା ଅଭିଯୋଗ ହୋଇଛି । ଗତକାଲି ରାତିରେ ହୁଣ୍ଡି ଭାଙ୍ଗି ନେଇଥିବା ଅଭିଯୋଗ । ହୁଣ୍ଡିରେ ପ୍ରାୟ ୪ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଥିବା ଜଣାପଡିଛି ।   ଖବର ଜଣାପଡିବା ପରେ ତିର୍ତ୍ତୋଲ ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: