ଚଳିତବର୍ଷ ସ୍ୱାଭାବିକ ରହିବ ମୌସୁମୀ

ନୂଆଦିଲ୍ଲୀ,୧୪/୦୪: ଚଳିତ ବର୍ଷ ସ୍ୱାଭାବିକ ରହିବ ମୌସୁମୀ। ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ୱାଭାବିକ ନେଇ ଭାରତୀୟ ପାଣିପାଗ କେନ୍ଦ୍ର ଆକଳନ କରିଛି।  ଚଳିତବର୍ଷ ମୌସୁମୀ ବର୍ଷା ପରିମାଣ ୯୬ରୁ ୧୦୪% ରହିବ । ଉତ୍ତର ଓ କେନ୍ଦ୍ର ଭାରତରେ ସ୍ୱାଭାବିକରୁ ଅଧିକ ବର୍ଷା ହୋଇପାରେ । ଉତ୍ତର ପୂର୍ବାଞ୍ଚଳ, ଉତ୍ତର ପଶ୍ଚିମାଞ୍ଚଳ, ଦକ୍ଷିଣାଞ୍ଚଳରେ ବି କମ୍ ବର୍ଷା ହୋଇପାରେ ।ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ବର୍ଷା ହେବାର ଆକଳନ କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!