ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ସ୍ଥିତ ସଅଁରା ଠାରେ ଗୁଳିକାଣ୍ଡ

ଜଗତସିଂହପୁର, ୦୧/୦୮ : ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ସ୍ଥିତ ସଅଁରା ଠାରେ ଗୁଳିକାଣ୍ଡ ହୋଇଛି। ଏହି ଘଟଣାରେ ୨ ଜଣ ଗୁରୁତର ହୋଇଛନ୍ତି। ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ତଦନ୍ତ ଆରମ୍ଭ କରିଛି। ସୋମବାର ଜଗତସିଂହପୁର ତିର୍ତ୍ତୋଲ ସ୍ଥିତ ସଅଁରା ଠାରେ କୌଣସି କଥାକୁ ନେଇ ଗୁଳିକାଣ୍ଡ ହୋଇଛି । ଏହି ଘଟଣାରେ ଦୁଇ ଜଣ ଗୁରୁତର ହୋଇଛନ୍ତି। ଦୁଇ ଗୁରୁତରଙ୍କୁ କଟକ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି । ସେପଟେ ଏବେ ଯାଏଁ ଗୁଳିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୋଲିସ କିଛି ବ୍ୟକ୍ତିଙ୍କୁ ଅଟକ ରଖିଥିବା ସୂଚନା ମିଳିଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!
%d bloggers like this: